Below header

ଭୁବନେଶ୍ୱର ମଞ୍ଚେଶ୍ୱରରେ ଥିବା ବ୍ଲୁ ହ୍ବିଲ୍ ହସ୍ପିଟାଲ ସିଲ୍

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱରରେ ଥିବା ବ୍ଲୁ ହ୍ବିଲ୍ ହସ୍‌ପିଟାଲ ସିଲ୍‌ । ଏହାକୁ ସିଲ୍‌ କରିଛି ବିଏମସି । କୋଭିଡ ଗାଇଡଲାଇନର ଉଲ୍ଲଂଘନ ଅଭିଯୋଗରେ ଏହାକୁ ସିଲ୍‌ କରାଯାଇଛି । ବ୍ଲୁ ହୁଇଲ ହସ୍‌ପିଟାଲରୁ ଏଯାଏ ୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ ଜାରି କଲା ବିଏମସି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.