କରୋନା ଭାଇରସ

ଜଣାପଡ଼ିଲା ୪୯ ଓ ୫୦ ନମ୍ବର ପଜେଟିଭ୍‌ଙ୍କ ସମ୍ପର୍କରେ, ସେମାନେ ମଧୁସୂଦନ ନଗର ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଗତକାଲି ଚିହ୍ନଟ ହୋଇଥିବା ଦୁଇ କରୋନା ପଜେଟିଭ୍‌ଙ୍କ ସମ୍ପର୍କରେ ଅଧିକ ବିବରଣୀ ହସ୍ତଗତ ହୋଇଛି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଦିଆଯାଇଥିବା ଖବର ଅନୁସାରେ ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କର ମଧସୂଦନ ନଗରରୁ ବାହାରିଥିବା ପଜେଟିଭ୍‌ଙ୍କ ସହ ଲିଙ୍କ ରହିଛି । ମଧୁସୂଦନ ନଗରରୁ ଚିହ୍ନଟ ବ୍ୟକ୍ତି ହେଉଛନ୍ତି ରାଜ୍ୟର ୧୯ ନମ୍ବର ଆକ୍ରାନ୍ତ । ତାଙ୍କ ସଂସ୍ପର୍ଶରେ ଆସି ଶେଷ ଦୁଇଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ମହିଳା । ତାଙ୍କ ବୟସ ୩୫ ବର୍ଷ । ଅନ୍ୟ ଜଣେ ୨୩ ବର୍ଷର ଯୁବକ । ମହିଳା ଜଣକ ୪୯ ନମ୍ବର ଓ ଯୁବକ ଜଣକ ୫୦ ନମ୍ବର ଆକ୍ରାନ୍ତ ।

 

KNews Bureau

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

3 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

3 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago