କରୋନା ଭାଇରସ

ବିଧାନସଭା ଡିସ୍‌ପେନ୍‌ସରୀରେ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନେଲେ କରୋନା ଟିକା । ବିଧାନସଭା ଡିସ୍‌ପେନ୍‌ସରୀରେ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ଅନୁଯାୟୀ ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ।

ସେହିପରି ପ୍ରଧାନମନ୍ତ୍ରୀ ମୋଦି ମଧ୍ଯ ଆଜି ଭାରତ ବାୟୋଟେକ୍‌ର ଟିକା କୋଭାକିସ୍‌ନର ପ୍ରଥମ ଡୋଜ୍‌ ନେଇଛନ୍ତି । ପୁଡୁଚେରୀର ସିଷ୍ଟର ପି. ନିଭେଦା ତାଙ୍କୁ ଟିକା ଦେଇଛନ୍ତି। ଟିକା ନେବା ପରେ ଅଧଘଣ୍ଟା ପର୍ଯ୍ୟନ୍ତ ଅବଜରଭସନ ରୁମ୍‌ରେ ରହିଥିଲେ ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

5 hours ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

8 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

8 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

9 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

9 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

9 hours ago