କରୋନା ଲଢ଼େଇରେ ହଜାର ହଜାର ପୋଲିସ କର୍ମଚାରୀଙ୍କ ବଳିଦାନକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ, ଥରେ ଦେଖନ୍ତୁ ଏହି ଭିଡ଼ିଓ

ଭୁବନେଶ୍ୱର: କରୋନା ଲଢ଼େଇରେ ହଜାର ହଜାର ପୋଲିସ କର୍ମଚାରୀ ବ୍ୟକ୍ତିଗତ ଓ ପାରିବାରିକ ବଳିଦାନ ଦେଉଛନ୍ତି । ଘରେ ରହି ଏବଂ ସାମାଜିକ ଦୂରତା ବଜାୟର ରଖି ସେମାନଙ୍କ ବଳିଦାନକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି । ଏନେଇ ଏକ ଭିଡ଼ିଓ ଜାରି ହୋଇଛି ।

ଥରେ ଦେଖନ୍ତୁ ଏହି ଭିଡ଼ିଓ :

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.