ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୦୪ ନୂଆ ପଜିଟିଭ୍। ସଂକ୍ରମଣ ବଢୁଥିବାରୁ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଆଜି ସନ୍ଧ୍ୟାରେ ରାଜ୍ୟରେ କଣ ରହିଛି କରୋନା ସ୍ଥିତି ସେନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମଣ ବଢୁଥିବାରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବା ପାଇଁ ଆହ୍ଵାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀ କହିଥିଲେ, କୋଭିଡ୍ ମହାମାରୀ ବିପଦ ଏଯାଏ ଟଳି ନାହିଁ । ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…