କରୋନା ଭାଇରସ

ଆସିଲା ୧୧୯ରୁ ୧୨୨ ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରୀ

ଭୁବନେଶ୍ୱର: ଆସିଲା ୧୧୯ରୁ ୧୨୨ ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରୀ । ଝାରସୁଗୁଡ଼ା ଜିଲ୍ଲାର ପେସେଣ୍ଟ ନମ୍ବର ୧୧୯ କୋଲକାତା ବଡବଜାରରୁ ଏକ ଗାଡିରେ ଆଉ ଜଣେ ସହଯାତ୍ରୀଙ୍କ ସହ ଆସିଥିଲେ। ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ୨୯ ତାରିଖରେ ତାଙ୍କର ନମୁନା ପରୀକ୍ଷା ପଜିଟିଭି ଆସିଥିଲା। ଏହାପରେ ତାଙ୍କୁ ରାଉରକେଲା କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା।

ଭୁବନେଶ୍ୱର ମଧୁସୂଦନନଗରର ପେସେଣ୍ଟ ନମ୍ବର ୧୨୦ କେସ୍‌ ନମ୍ବର ୪୧ଙ୍କ ନିକଟ ସଂପର୍କୀୟ। ୨୮ ତାରିଖରେ ତାଙ୍କ ନମୁନା ପଜି଼ିଟିଭ୍‌ ଆସିଥିଲା। ଆନନ୍ଦପୁର ବ୍ଲକ ପଞ୍ଚପଲ୍ଲିର ପେସେଣ୍ଟ ନମ୍ବର ୧୨୧ କୋଲକତା ବଡବଜାରରୁ ଏକ ଗାଡି ଭଡା କରି ଅନ୍ୟ ୮ଜଣ ସହଯାତ୍ରୀଙ୍କ ସହ ଆସିଥିଲେ। ମାର୍ଚ୍ଚ ୩୧ରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ସେ ଘରେ ରହିବା ସହ ବିଭିନ୍ନ ଦୋକାନ ମଧ୍ୟ ବୁଲିଥିଲେ। ଏପ୍ରିଲ ୨୯ରେ ତାଙ୍କ ନମୁନା ପଜିଟିଭ୍‌ ଆସିବା ପରେ ଅଶ୍ୱିନୀ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଦେଓଗଡ଼ର ପେସେଣ୍ଟ ନମ୍ବର ୧୨୨ କୋଲକତାରୁ ଏକ ଟ୍ରକ ଯୋଗେ ଆସିଥିଲେ। ୨୬ ଏପରିଲରୁ ୨୯ ଏପ୍ରିଲ ପର୍ଯ୍ୟନ୍ତ ସେ ଘରେ ଥିଲେ। ଏପ୍ରିଲରେ ୨୯ରେ ତାଙ୍କ ରିପୋର୍ଟ ପଜିଟିଭ୍‌ ବାହାରିବା ପରେ ରାଉରକେଲାର କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା।

 
KNews Bureau

Recent Posts

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

4 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

12 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

29 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

43 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

56 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

57 mins ago