ଟ୍ରେନ୍‌ରେ ଫେରୁଥିବା ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବ ପ୍ରଦେଶ କଂଗ୍ରେସ କମିଟି, ଘୋଷଣା କଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ଯୋଗୁ ଫସି ରହିଥିବା ଶ୍ରମିକଙ୍କୁ ଘରକୁ ଫେରିବାକୁ ଅନୁମତି ମିଳିଛି । ସବୁ ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କ ସାହାଯ୍ୟ ପାଇଁ ଆଗକୁ ଆସିଛି କଂଗ୍ରେସ । ଟ୍ରେନ୍‌ରେ ଫେରୁଥିବା ଶ୍ରମିକଙ୍କ ସମସ୍ତ ଗସ୍ତ ଖର୍ଚ୍ଚ ବହନ କରିବ ପ୍ରଦେଶ କଂଗ୍ରେସ କମିଟି । ଏନେଇ ଘୋଷଣା କରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.