କରୋନା ଭାଇରସ

ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍, ଏକ ଘରୋଇ କଲେଜରୁ ପଜିଟିଭ ଚିହ୍ନଟ ପରେ ପଦକ୍ଷପ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍। ଜିଲ୍ଲା ସଦର ମହକୁମାରେ ଥିବା ଘଡେଇ କଲେଜ ନାମକ ବେସରକାରୀ କଲେଜରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାଫଳରେ କଲେଜ ଏବଂ ହଷ୍ଟେଲକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

କଲେଜରେ ପଢ଼ୁଥିବା ସମସ୍ତ ଛାତ୍ର ଛାତ୍ରୀଙ୍କ ଆଣ୍ଟିଜେନ ଟେଷ୍ଟ କରଯାଇଛି।  ମାଲକାନଗିରି ଜିଲ୍ଲା ସୀମାନ୍ତରେ ଲାଗିଛି ଛତିଶଗଡ଼। ଛତିଶଗଡ଼ରେ କରୋନା ମହାମାରୀ ଉଗ୍ର ରୂପ ନେଲାଣି। ତେଣୁ ଏହି ଅଞ୍ଚଳକୁ ଆଜିଠାରୁ ସମ୍ପୂର୍ଣ୍ଣ ସିଲ କରିଦିଆଯାଇଛି। ଅନ୍ୟପଟେ ଏହି ଅଞ୍ଚଳରୁ କେହି ଆସିଲେ ସଂଘରୋଧ କେନ୍ଦ୍ରରେ ରହିବା ପାଇଁ ବାଧ୍ୟତାମୂଳକ କରାଯାଇଛି। ଜିଲ୍ଲାକୁ କରୋନା ମୁକ୍ତ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

3 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

5 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

45 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

60 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago