କରୋନା ଭାଇରସ

ସାରା ବିଶ୍ୱରେ ୫୩ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱରେ ୫୩ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା । ବିଶ୍ୱର ୨୦୪ଟି ଦେଶରେ ବ୍ୟାପିଛି କରୋନା । ବିଶ୍ୱରେ ଏଯାଏ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଲକ୍ଷ ୧୨ ହଜାର ଲୋକ ସୁସ୍ଥହୋଇ ଫେରିଛନ୍ତି । ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୫୩,୧୬୭ରେ ପହଞ୍ଚିଛି। ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ବିଶ୍ୱରେ ସର୍ବାଧିକ । ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ୨.୪୪ ଲକ୍ଷ । ଆମେରିକାରେ ମୃତ୍ୟୁସଂଖ୍ୟା ୬,୦୭୦।

ଇଟାଲିରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୧.୧୫ ଲକ୍ଷ । ଗୋଟିଏ ଦିନରେ ଇଟାଲିରେ ମୃତ୍ୟୁସଂଖ୍ୟା ୭୬୦। ଇଟାଲିରେ କରୋନାରେ ମୃତ୍ୟୁସଂଖ୍ୟା ୧୩,୯୧୫ । ସ୍ପେନ୍‌ରେ ଗୋଟିଏ ଦିନରେ ୯୬୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ପେନ୍‌ରେ ମୃତ୍ୟୁସଂଖ୍ୟା ୧୩,୩୪୮ରେ ପହଞ୍ଚିଲା । ଚୀନ୍‌ରେ କରୋନାରେ ମୃତ୍ୟୁସଂଖ୍ୟା ୩୩୧୨ । ଫ୍ରାନ୍ସରେ ଗୋଟିଏ ଦିନରେ ସର୍ବାଧିକ ୧୩୫୫ଜଣଙ୍କର ମୃତ୍ୟୁ ହୋଇଛି। ଫ୍ରାନ୍ସରେ ମୃତ୍ୟୁସଂଖ୍ୟା ୫,୩୮୭ରେ ପହଞ୍ଚିଲା । ଇରାନ୍‌ରେ କରୋନାରେ ମୃତ୍ୟୁସଂଖ୍ୟା ୩,୧୬୦ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago