କରୋନା ଭାଇରସ

ମହାମାରୀ ଭୂତାଣୁ ଆକ୍ରମଣରେ ଭାରତରେ ଗଲାଣି ୫୯୦ଜଣଙ୍କ ଜୀବନ, ମହାରାଷ୍ଟ୍ର ଓ ଦିଲ୍ଲୀରେ ବୃଦ୍ଧି ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ମହାମାରୀ ଭୂତାଣୁ ଆକ୍ରମଣରେ ଗଲାଣି ପ୍ରାୟ ୫୯୦ ଜୀବନ । ଆକ୍ରାନ୍ତଙ୍କ ସଂଖ୍ୟା ୧୮ହଜାର ଟପିଛି । ୧୮ ହଜାର ୬୦୧ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଦେଶରେ ମୃତ୍ୟୁ ସଂଖ୍ୟା ୫୯୦ ହୋଇଛି । ବିଭିନ୍ନ ହସ୍ପିଟାଲରେ ୧୪,୭୫୯ ଜଣ ଚିକିତ୍ସାଧୀନ ଥିବାବଳେ ୩୨୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେପଟେ ମହାରାଷ୍ଟ୍ର ଓ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୬୬ ହୋଇଥିବା ବେଳେ ୨୩୨ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଦିଲ୍ଲୀରେ କରୋନା ଆକ୍ରାନ୍ତ ୨ ହଜାର ଟପିଛି । ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ, ତାମିଲନାଡୁରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି ।

KNews Bureau

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

2 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

11 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

29 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

31 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago