କରୋନା ଭାଇରସ

କୋଲକାତାରେ ପୂଜା ପାଉଛନ୍ତି ‘କରୋନା ମା’, ମାରାତ୍ମକ ଭାଇରସରୁ ମୁକ୍ତି ପାଇବା ପାଇଁ କରାଯାଉଛି ପୂଜାର୍ଚ୍ଚନା

କୋଲକାତା: ମାଆ କାଳୀ କରୋନା ରୂପରେ ସଂହାର କରିବେ। ଏଭଳି ଏକ ବିଶ୍ୱାସରେ ‘କରୋନା ମା’ ମୂର୍ତ୍ତି ନିର୍ମାଣ କରି ପୂଜାର୍ଚ୍ଚନା କରାଯାଉଛି। କୋଲକାତାର କମାରଟୁଲି ମୃତ୍ତିକା ଶିଳ୍ପ କେନ୍ଦ୍ରରେ କରୋନା ମାଆ ମୂର୍ତ୍ତି ନିର୍ମାଣ କରି ଧୂପ ନୈବେଦ୍ୟରେ ପୂଜାର୍ଚ୍ଚନା କରାଯାଉଛି।

KNews Bureau

Recent Posts

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

3 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

17 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

51 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

58 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

2 hours ago