କରୋନା ଭାଇରସ

ଚୀନ୍‌କୁ ଟପିଲା ଭାରତ: ଦେଶରେ ୮୬ ହଜାର ଛୁଇଁବ ଆକ୍ରାନ୍ତଙ୍କ ସଂଖ୍ୟା, ତାଲିକାର ୧୧ ନମ୍ବର

ନୂଆଦିଲ୍ଲୀ:କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଚୀନ୍‌କୁ ଟପିଛି ଭାରତ । ଚୀନ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ହଜାର ୯୪୧ ରହିଥିବା ବେଳେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୮୬ ହଜାର ହେଲାଣି । ୮୫ ହଜାର ୯୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି ।

କେବଳ ମହାରାଷ୍ଟ୍ରରେ ୨୯ ହଜାର ୧୦୦ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତ ଓ ମୃତ୍ୟୁରେ ମହାରାଷ୍ଟ୍ର ସବୁଠୁ ଆଗରେ ରହିଛି । ରାଜ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଲାଣି । ତାମିଲନାଡୁରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାରେ ପାର କରିଛି । ସେହିପରି ଗୁଜରାଟରେ ୯ ହଜାର ୯୩୧ ଆକ୍ରାନ୍ତ ହୋଇଛନ୍ତି ।

KNews Bureau

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

1 hour ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

1 hour ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

2 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago