କରୋନା ଭାଇରସ

ଦେଶରେ ମୃତ୍ୟୁ ସଂଖ୍ୟା ୪୩ରେ ପହଁଚିଲା: ଦିଲ୍ଲୀରେ ଧାର୍ମିକ କାର୍ଯ୍ୟକ୍ରମରୁ ବ୍ୟାପିଲା କରୋନା, ଯୋଗଦେଇଥିବା ୩୦୦ଲୋକ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ ବି କାୟା ବିସ୍ତାର କରୁଛି କରୋନା । ଦେଶରେ ୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୮୦ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗତକାଲି ତେଲେଙ୍ଗାନାରେ କରୋନା ନେଇଛି ୬ ଜଣଙ୍କର ଜୀବନ । ଗତ ୧୩ରୁ ୧୫ ତାରିଖ ଭିତରେ ଦିଲ୍ଲୀ ନିଜାମୁଦ୍ଦିନ ମାର୍କେଟ ସ୍ଥିତ ତବଲିଙ୍ଗ ଜମାତରେ ଆୟୋଜିତ ଧାର୍ମିକ କାର୍ଯ୍ୟକ୍ରମରେ ସେମାନେ ଯୋଗ ଦେଇଥିଲେ । ଘରକୁ ଫେରିବା ପରେ କରୋନା ପଜିଟିଭ୍‌ ଜଣା ପଡିଥିଲା । କୁହାଯାଉଛି, ନିଜାମୁଦ୍ଦିନରେ ଆୟୋଜିତ କାର୍ଯ୍ୟକ୍ରମରେ ଦେଶର ଭିନ୍ନ ଭିନ୍ନ ସ୍ଥାନ ଓ ବିଦେଶରୁ ସାମିଲ ହୋଇଥିଲେ ଶତାଧିକ ଲୋକ । ତେଣୁ ଆଗକୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ହୋଇପାରେ ।

ଦିଲ୍ଲୀରେ ନିଜାମୁଦିନ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ପରେ ସମଗ୍ର ଅଞ୍ଚଳକୁ ସିଲ କରିଛି ପୋଲିସ । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି ଅନ୍ୟ ଯେଉଁମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ସେମାନେ ସରକାରଙ୍କ ସହ ଯୋଗାଯୋଗ କରନ୍ତୁ। ଫଳରେ ସେମାନଙ୍କ ଚିହ୍ନଟ ପରେ ମାଗଣା ପରୀକ୍ଷା ଓ ଚିକିତ୍ସା ଯୋଗାଇଦିଆଯାଇପାରିବ । ସେପଟେ ମୃତକଙ୍କ ସଂଶ୍ପର୍ଶରେ ଆସିଥିବା ଲୋକମାନଙ୍କ ଚିହ୍ନଟ ପ୍ରକ୍ରିୟା ଜାରି ରହଛି।

KNews Bureau

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

45 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

50 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

11 hours ago