ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ସଂକ୍ରମଣ । ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧.୦୫ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୯୩ ନୂଆ କେସ୍‌ ରହିଛି । ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ ।

ଆଜି ଆଉ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୦ ହଜାର ୫୩୬ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୯୯ ।

Leave A Reply

Your email address will not be published.