Below header

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୯୯ ନୂଆ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୯୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୪.୦୯ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୨ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୦ ଜଣ । ୨୪ ଘଣ୍ଟାରେ ୫୫ ହଜାର ୭୯୪ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧ହଜାର ୮୦୪ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.