ରାଜ୍ୟରେ ୨୪ ଘଣ୍ଟାରେ ୮ ହଜାର ୮୪୫ ପଜିଟିଭ୍‌ ଚିହ୍ନଟ, ୭ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଦ୍ୱିତୀୟ ଦିନରେ ୧୦ ହଜାର ତଳେ ସଂକ୍ରମଣ । ୨୪ ଘଣ୍ଟାରେ ୮ ହଜାର ୮୪୫ ପଜିଟିଭ୍‌ ଚିହ୍ନଟ । ସଂକ୍ରମଣ ହାର ରହିଛି ୧୨.୮୮ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୨ ହଜାର ୫୨୮ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୧୦୦୧ ଓ କଟକରୁ ୬୨୮ ସଂକ୍ରମିତ ହୋଇଛନ୍ତି । ୨୪ ଘଣ୍ଟାରେ ୬୮ ହଜାର ୬୨୫ ନମୁନା ପରୀକ୍ଷା ହୋଇଛି । ଆକ୍ଟିଭ୍‌ କେସ୍‌ ରହିଛି ୮୮ ହଜାର ୧୫୦ । ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ଲକ୍ଷ ୯୬ ହଜାର ୧୪୦କୁ ବୃଦ୍ଧି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.