କଟକ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ: କଟକ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଛି । ଗତକାଲିଠାରୁ ପୁରୁଣା ରାଉସପାଟଣା କଣ୍ଟେନମେଣ୍ଟ ରହିଛି । ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ୨୭ ନମ୍ବର ଓ୍ଵାର୍ଡକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି । କରୋନା ସଂକ୍ରମଣ ରୋକିବାକୁ ସିଏମ୍‌ସି ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।

ସୂଚନା ଥାଉକି ଗତକାଲି, ରଉସାପାଟନାରୁ ଜଣେ ୨୦ ବର୍ଷିୟ,ଜଣେ ୪୮ବର୍ଷିୟ , ଜଣେ ୧୫ ବର୍ଷିୟ ଏବଂ ଜଣେ ୨୫ପୁରୁଷଙ୍କ ସମେତ ଜଣେ ୩୭ ବର୍ଷିୟା ମହିଳା କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.