କରୋନା ଭାଇରସ

ରାଜସ୍ଥାନର ଏହି ଜିଲ୍ଲାରେ କରୋନା ଭୟକୁ ଭୁଲି ମୃତକ ଭୋଜିରେ ଯୋଗ ଦେଲେ ଲୋକେ, ପରେ କ’ଣ ହେଲା ଜାଣନ୍ତୁ…

କରୋନା ପାଇଁ ସାରା ଦେଶରେ ଲକ୍‌ ଡାଉନ୍‌ ବ୍ୟବସ୍ଥା ଜାରି ହୋଇଛି । କୈାଣସି ସ୍ଥାନରେ ଅଧିକ ଲୋକ ରୁଣ୍ଡ ନହେବା କିମ୍ବା ଘରୁ ନ ବାହାରିବା ପାଇଁ କଡ଼ା ନିର୍ଦ୍ଦେଶ ରହିଛି । ତଥାପି ଲୋକେ ସଚେତନ ହେଉନାହାଁନ୍ତି ।

ରାଜସ୍ଥାନର ଲକ୍‌ଡାଉନ୍‌ ଓ ୧୪୪ ଧାରା ଜାରି ସତ୍ତ୍ୱେ ଏକ ମୃତକ ଭୋଜିରେ ଯୋଗ ଦେବା ପାଇଁ ଲୋକଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଥିଲା । ଘଟଣା ଘଟିଛି ଭୀମ ଉପଖଣ୍ଡର ଜଣେ ପଞ୍ଚାୟତ ମୁଖ୍ୟଙ୍କ ଘରେ ।

ନିଜ ଶାଶୁଙ୍କ ମୃତ୍ୟୁ ଭୋଜିରେ ଯୋଗ ଦେବାକୁ ଶତାଧିକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଭୋଜି ଖାଇବାକୁ ଲୋକଙ୍କର ସମାଗମ ମଧ୍ୟ ହୋଇଥିଲା । ହେଲେ ଠିକ୍‌ ସମୟରେ ପ୍ରଶାସନ ପହଞ୍ଚି ଭୋଜିକୁ ରୋକିବା ସହ ଲୋକଙ୍କୁ ଘଉଡ଼ାଇଥିଲା ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

22 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago