Below header

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୧୪୭କୁ ବୃଦ୍ଧି, ମହାରାଷ୍ଟ୍ରରେ ୧୦ ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

ମହାରାଷ୍ଟ୍ର: ଭାରତରେ କରୋନା ଉପରେ ଲାଗୁନି ବ୍ରେକ । ଦେଶରେ ମୃତ୍ୟୁ ସଂଖ୍ୟା ୧୧୪୭କୁ ବୃଦ୍ଧି ହୋଇଛି । କରୋନାରେ ୩୫ ହଜାର ୪୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୮ ହଜାର ୮୮୯ ଜଣ । ବିଭିନ୍ନ ହସ୍ପିଟାଲରେ ୨୫ ହଜାର ୦୦୭ ଜଣ ଚିକିତ୍ସାଧୀନ ଅଛନ୍ତି । ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ମହାରାଷ୍ଟ୍ରରେ ୧୦ ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ମହାରାଷ୍ଟ୍ରରେ ସର୍ବାଧିକ ୧୦ ହଜାର ୪୯୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୫୯ ଜଣଙ୍କର ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.