ଆଜି ସୁଦ୍ଧା ଭାରତରେ କରୋନା ମୃତ୍ୟୁ ସଂଖ୍ୟା 62ରେ ପହଞ୍ଚିଲା

ନୂଆଦିଲ୍ଲୀ : ଭାରତରେ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ କରୋନା ତାର କାୟା ମେଲାଇ ଚାଲିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ସୂଚନା ଅନୁସାରେ ଆଜି ରାତି ସୁଦ୍ଧା ଭାରତରେ 2322 ଜଣ ଅକ୍ରାନ୍ତ ହୋଇଥିବା ବେଳେ 62 ଜଣଙ୍କର ମୃତ୍ୟୁ ଘଟିଛି । ଏଯାଏ 162 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.