Below header

ରାଜ୍ୟର ପ୍ରମୁଖ ଚାରି ସ୍ୱାସ୍ଥ୍ୟ ଅନୁଷ୍ଠାନ ନିର୍ଦ୍ଦେଶକଙ୍କ ସହ କୋଭିଡ୍‌ ସମ୍ପର୍କରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ(ବ୍ୟୁରୋ): ରାଜ୍ୟର ପ୍ରମୁଖ ଚାରି ସ୍ୱାସ୍ଥ୍ୟା ଅନୁଷ୍ଠାନ ନିର୍ଦ୍ଦେଶକଙ୍କ ସହ କୋଭିଡ୍‌ ସମ୍ପର୍କରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆରଏମଆରସି, ଆଇସିଏଫଏମଡି,ଏମ୍‌ସ, ଆଇଏଲଏସର ନିର୍ଦ୍ଦେଶକଙ୍କ ସହ କୋଭିଡ୍‌-୧୯ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ୪ଟି ସଂସ୍ଥା ରାଜ୍ୟ ସରକାରଙ୍କ ମିଶି ଭଲ କାମ କରୁଛନ୍ତି ।

କୋଭିଡ୍‌ ପରିଚାଳନାରେ ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ । ଟିକା ନଆସିବା ପର୍ଯ୍ୟନ୍ତ ମାସ୍କ ପିନ୍ଧିବା, ଦୁଇ ମିଟର ସାମାଜିକ ଦୂରତା ବଜାୟ ରଖିବା, ନିୟମିତ ବ୍ୟବଧାନରେ ହାତ ଧୋଇବା ପାଇଁ ଓଡିଶାବାସୀଙ୍କୁ ନିବେଦନ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.