ନୂଆଦିଲ୍ଲୀ: ଚାଲିବନି ଟ୍ରେନ୍ ଉଡିବନି ପ୍ଲେନ୍ । ଆସନ୍ତା ମେ’ ୩ ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ୍ ଓ ବିମାନ ଉଡାଣ ବାତିଲ୍ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଘୋଷଣା ପରେ ଦେଶରେ ସମସ୍ତ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ବାତିଲ ହୋଇଛି । ମେଟ୍ରୋ ସେବା ମଧ୍ୟ ପୂର୍ବ ପରି ବନ୍ଦ ରହିବ । ଏହା ସହ ସବୁ ବିମାନ ଚଳାଚଳ ମଧ୍ୟ ବାତିଲ ହୋଇଛି । ସମସ୍ତ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ମେ’ ୩ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ।
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…