DSPଙ୍କ ପରିବାରର ୪ଜଣ କରୋନା ପଜିଟିଭ୍ ଚିହ୍ନଟ

ଆଠଗଡ଼ :  ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ  DSPଙ୍କ ପରିବାର ୪ ସଦସ୍ୟଙ୍କ ସମେତ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏହି ମହାମାରୀରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୁଲିସ୍‌ DSP କରୋନରେ ଆକ୍ରାନ୍ତ ହେବା ପରେ ତାଙ୍କ ପରିବାରର  ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.