କରୋନା ଭାଇରସ

ଗଞ୍ଜାମ ଜିଲ୍ଲାରେ ଚାରି କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ, ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସୂଚନା

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଚାରି କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ। ଏହି ୪ଜଣ ସରକାରୀ କର୍ମଚାରୀ କୋଭିଡ୍-୧୯ ରେ କାର୍ଯ୍ୟ କରି ମୃତ୍ୟୁ ଘଟିଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । କରୋନା ମୁକାବିଲା କରିବା ପାଇଁ ସରକାରୀ କର୍ମଚାରୀଙ୍କୁ କରୋନା ଯୋଦ୍ଧା ରୂପେ ପ୍ରତିପାଦନ କରିଛନ୍ତି ।

ସୂଚନା ଥାଉକି, ରାଜ୍ୟର ଅନ୍ୟ ଜିଲ୍ଲା ଅପେକ୍ଷା ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତ ବଢିଚାଲିଛି । ବିଶେଷ କରି ଜିଲ୍ଲାକୁ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରବାସୀ ଓଡିଆ ଓ ଶ୍ରମିକ ଆସିଛନ୍ତି । କୋରେଣ୍ଟାଇନ୍ ସେଣ୍ଟରରୁ ବାହାରିବା ପରେ ହୋମ୍ କୋରେଣ୍ଟାଇନରେ ରହୁଛନ୍ତି । ତଥାପି ଆକ୍ରାନ୍ତ ବୃଦ୍ଧି ପାଇବାରେ ଲାଗିଛି ।

ପ୍ରବାସୀଙ୍କ ସମେତ ଗାଁ ଠୁ ସହର କିଛି ଲୋକ ଓ ସରକାରୀ କର୍ମଚାରୀ ତଥା କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଛନ୍ତି । ଏହି ମାନଙ୍କମଧ୍ୟରୁ ଚାରି ଜଣ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେବା ପରେ ସ୍ତବ୍ଧ ହୋଇଯାଇଛନ୍ତି ସେମାନଙ୍କ ପରିବାର ବର୍ଗ । ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

Sonalisa

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

20 seconds ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

46 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

51 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago