ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ଆନ୍ତରିକତାର ସହ ପାଳନ କରନ୍ତୁ: ଗଜପତି ମହାରାଜ ଦିବ୍ୟସିଂହ ଦେବ

ପୁରୀ: ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ଆନ୍ତରିକତାର ସହ ପାଳନ କରନ୍ତୁ ସମସ୍ତ ଜନସାଧାରଣ । ଏନେଇ ନିବେଦନ କରିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ । କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ଏହି ବିପଦ ଅତିଶୀଘ୍ର ଟଳିଯାଉ ବୋଲି କହିଛନ୍ତି ଗଜପତି ମହାରାଜ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.