ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ କରୋନା ପଜିଟିଭ୍‌, ମଞ୍ଚ ଉପରେ ମୁଣ୍ଡ ବୁଲାଇବାରୁ ପଡ଼ି ଯାଇଥିଲେ ତଳେ

ଗୁଜରାଟ: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ କରୋନା ପଜିଟିଭ୍‌ । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମେଡିକାଲ ବୁଲେଟିନ୍‌ ଅନୁସାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ଗତକାଲି ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ ଅସୁସ୍ଥ ହୋଇପଡ଼ିଥିଲେ । ମୁଣ୍ଡ ବୁଲାଇବାରୁ ସେ ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ୟୁଏନ୍‌ ମେହତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.