ଭୁବନେଶ୍ବର: ରାଜ୍ୟରେ କୋଭିଡ୍ କଟକଣା ଭିତରେ ଖୋଲିବ ହୋଟେଲ୍ ଓ ରେଷ୍ଟୁରାଣ୍ଟ। ତେବେ ରାଜ୍ୟ ସରକାର ହୋଟେଲ ଖୋଲିବା ପାଇଁ କିଛି ସର୍ତ୍ତ ରଖି ଅନୁମତି ଦେଇଛନ୍ତି। ଏଣିକି ହୋଟେଲରେ ଥିବା ରେଷ୍ଟୁରାଣ୍ଟ ଗୁଡିକ କେବଳ ସମ୍ପୃକ୍ତ ହୋଟେଲରେ ରହୁଥିବା ଲୋକମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରିବେ। କିନ୍ତୁ ବାହାର ଗ୍ରାହକ ସେଠାରେ ବସି ଖାଇପାରିବେ ନାହିଁ। ରେଷ୍ଟୁରାଣ୍ଟରୁ ହୋମ୍ ଡେଲିଭରି କିମ୍ବା ଖାଦ୍ୟ ପାର୍ସଲ ନିଆଯାଇପାରିବ। ରାସ୍ତା କଡରେ ଥିବା ଢାବା ମଧ୍ୟ କେବଳ ଖାଦ୍ୟ ପାର୍ସଲ ଦେଇପାରିବେ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହି ନିୟମ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…