କରୋନା ଭାଇରସ

କରୋନା ଭୟରେ କେହି କଲେନି ସହଯୋଗ, ଶେଷରେ ଶବକୁ କାନ୍ଧ ଦେଲେ ମୁସଲମାନ ପଡ଼ୋଶୀ

ବେଙ୍ଗାଲୁରୁ: ବେଙ୍ଗାଲୁରୁ ରେ ଏକ ଖବର ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ହିନ୍ଦୁ ପରିବାରକୁ ସହଯୋଗର ହାତ ବଢାଇଛନ୍ତି ଜଣେ ମୁସଲିମ ପଡୋଶୀ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବେଙ୍ଗାଲୁରୁ ଆର ଟି ନଗରରେ । ଗତ ଫେବ୍ରୁଆରୀ ମାସରେ ବିଦେଶରେ ରହୁଥିବା କାର୍ତିକି ମଇଟି ଓ ନିଜ ସ୍ତ୍ରୀ ମିନୁ ନିଜ ନାତିର ଜନ୍ମ ଦିନ ନିମନ୍ତେ ଘରକୁ ଫେରିଥିଲେ ।

ବର୍ତ୍ତମାନ କରୋନା ଆତଙ୍କ ଚାଲିଥିବା ବେଳେ ହଠାତ୍ ଘରେ ଶୋଇଥିବା ବେଳେ କାର୍ତ୍ତିକଙ୍କ ମୃତ୍ୟୁ ହୋଇଥିଲା । ତେବେ ତାଙ୍କ ଶବ ସତ୍କାର ପାଇଁ କେହି ଆସିନଥିଲେ । ଏହି ସମୟରେ ପାଖ ପଡୋଶୀ ମହମ୍ମଦ ଆଜାଜ୍ ସହଯୋଗର ହାତ ବଢାଇଥିଲେ। ୧୦ ଜଣ ମୁସଲିମ ପଡୋଶୀଙ୍କ ସହଯୋଗରେ ଶବକୁ ନେଇ ଦାହ କରିଥିଲେ । ତେବେ ଏପରି ଘଟଣାଙ୍କୁ ସବୁ ମହଲରେ ପ୍ରଶଂସା କରାଯାଉଛି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago