ନୂଆଦିଲ୍ଲୀ (କେନ୍ୟୁଜ) : ଦେଶରେ ୪୩ ହଜାର ୭୩୩ ହଜାର ପଜିଟିଭ୍ ଚିହ୍ନଟ । ୨୪ ଘଣ୍ଟାରେ ୯୩୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସୁସ୍ଥ ହୋଇଛନ୍ତି ୪୭ ହଜାର ୨୪୦ ଜଣ । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୬ଲକ୍ଷ ୬୩ ହଜାର ୬୬୫ରେ ପହଂଚିଛି । ମୋଟ ମୃତ୍ୟୁସଂଖ୍ୟା ରହିଛି ୪ଲକ୍ଷ ୪ ହଜାର ୨୧୧ । ଦେଶରେ ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହେଲେଣି ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ ।
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…