ନୂଆଦିଲ୍ଲୀ : କରୋନା ପାଇଁ ଭାରତରେ ଆରମ୍ଭ ହୋଇଛି ପ୍ଲାଜ୍ମା ଚିକିତ୍ସା। ନୂଆ ଦିଲ୍ଲୀର ସାକେତ ଠାରେ ଥିବା ମ୍ୟାକ୍ସ ହସପିଟାଲରେ ପ୍ରଥମ କରି ପ୍ଲାଜମା ଚିକିତ୍ସା ଆରମ୍ଭ ହୋଇଛି। କରୋନା ପାଇଁ କୌଣସି ଟୀକା କିମ୍ବା ନିର୍ଦ୍ଦିଷ୍ଟ ଔଷଧ ନଥିବାରୁ ପ୍ଲାଜମା ଚିକିତ୍ସା ଫଳପ୍ରଦ ହେବ ବୋଲି ଆଶା କରାଯାଉଛିା ଏହି ପଦ୍ଧତ୍ତିରେ କରୋନାରୁ ଆରୋଗ୍ୟ ହୋଇଥିବା ବ୍ୟକ୍ତିଙ୍କ ରକ୍ତରୁ ପ୍ଲାଜ୍ମା ନେଇ ଆକ୍ରାନ୍ତଙ୍କ ଚିକିତ୍ସା କରାଯିବ।
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…