କରୋନା ଭାଇରସ

ବହୁ ଦିନର ଅପେକ୍ଷା ପରେ କରୋନାକୁ ନେଇ ଆସିଲା ଖୁସି ଖବର: ଖୁବ୍‌ ଶିଘ୍ର ଭାରତକୁ ମିଳିବ ଅକ୍ସଫୋର୍ଡ ଟିକା, ୪୫ ଦିନ ମଧ୍ୟରେ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିବ ଅନୁମତି

ନୂଆଦିଲ୍ଲୀ: ବହୁ ଦିନର ଅପେକ୍ଷା ପରେ କରୋନାକୁ ନେଇ ଆସିଲା ଖୁସି ଖବର । ଖୁବ୍‌ ଶିଘ୍ର ଭାରତକୁ ମିଳିବ ଅକ୍ସଫୋର୍ଡ ଟିକା । ୪୫ ଦିନ ମଧ୍ୟରେ ଜରୁରୀକାଳୀନ ବ୍ୟବହାର ପାଇଁ ଦିଆଯିବ ଅନୁମତି । ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆର ମୁଖ୍ୟ ଆଦର ପୁନାୱାଲା ସୂଚନା ଦେଇଛନ୍ତି । ଅକ୍ସଫୋର୍ଡ ଓ ଆଷ୍ଟ୍ରେଜେନେକା ପ୍ରସ୍ତୁତ କରିଥିବା କରୋନା ଟିକା ନୂଆ ଆଶା ସୃଷ୍ଟି କରୁଛି । ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷାରେ ଏହା କରୋନା ରୋଗୀଙ୍କ କ୍ଷେତ୍ରରେ ୭୦ ପ୍ରତିଶତ ଫଳପ୍ରଦ ହୋଇପାରୁଥିବା ଜଣାପଡିଛି ।

ଏହା କରୋନା ସଂକ୍ରମଣକୁ ହାଇଲେଭର ସୁରକ୍ଷା ଦେଇଥାଏ । ସେରମ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆର ମୁଖ୍ୟ ଆଦର ପୁନାୱାଲା କହିଛନ୍ତି, ଖୁବ୍‌ଶୀଘ୍ର ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଆବେଦନ କରାଯିବ । ତେବେ ଚୂଡାନ୍ତ ନିଷ୍ପତ୍ତି DCGI ଉପରେ ନିର୍ଭର କରେ । ବର୍ତ୍ତମାନ ସୁଦ୍ଧା ୪କୋଟି ଡୋଜ୍‌ କମ୍ପାନୀ ସଂରକ୍ଷିତ କରି ରଖିଛି । ଜାନୁୟାରୀ ସୁଦ୍ଧା ୧୦କୋଟି ଡୋଜ୍‌ ପ୍ରସ୍ତୁତ କରାଯିବ । ମାର୍କେଟରେ କୋଭିସିଲ୍‌ଡର ଡୋଜ୍‌ ୫୦୦ରୁ ୬୦୦ଟଙ୍କା ମଧ୍ୟରେ ଉପଲବ୍ଧ ହେବ ।

Sonalisa

Recent Posts

ସରପଞ୍ଚ ହେବା ପୂର୍ବରୁ ମୂଲ ଲାଗୁଥିଲେ, ଆଉ ଏବେବି ଶ୍ରମିକମାନଙ୍କ ସହ ମିଶି କରୁଛନ୍ତି ସେହି କାମ

ନୂଆପଡା(କେନ୍ୟୁଜ): ସାଧାରଣତଃ ନିର୍ବାଚନରେ ବିଜୟୀ ହେବା ପରେ ପ୍ରାୟତଃ ଜନପ୍ରତିନିଧିମାନେ ପ୍ରଚୁର ଅର୍ଥ ଉପାର୍ଜନ କରି ଗାଡି ଓ ବଙ୍ଗଳା…

10 mins ago

ଦୀର୍ଘ ସମୟ ହେଲା ନାଳରେ ଫସି ରହିଛନ୍ତି ୩ ହାତୀ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ନରସିଂହପୁର: ବିପଦରେ ଗଜରାଜ । ତାଙ୍କୁ ଦେଖିବା ପାଇଁ ଲୋକଙ୍କର ନାହିଁ ନଥିବା ଭିଡ଼ । କିଏ ହୋ ହୋ…

49 mins ago

ଜମି ଜମା ବିବାଦକୁ ନେଇ ଖଣ୍ଡାରେ ହାଣିଲା ବଡ଼ ଭାଇ, ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ

ମୟୁରଭଞ୍ଜ : ଜମି ଜମା ବିବାଦକୁ ନେଇ କରୁଣ ପରିଣିତି । ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ଼ ଭାଇ…

1 hour ago

ପାଟନା: ୧୭ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ଗଙ୍ଗା ନଦୀରେ ଓଲଟିଲା, ୬ ନିଖୋଜ; ଚାଲିଛି ରେସ୍‌କ୍ୟୁ ଅପରେସନ

ବିହାରରେ ବଡ଼ ଧରଣର ନୌକା ଦୁର୍ଘଟଣା । ପାଟନାର ବାଢ଼ରେ ଉମାନାଥ ଘାଟରେ ଏକ ଯାତ୍ରୀବାହୀ ଡଙ୍ଗା ଗଙ୍ଗା ନଦୀରେ…

1 hour ago

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ହାତୀ ଆକ୍ରମଣରେ ମହିଳା ଗୁରୁତର । ଗୁରୁତର ମହିଳା ହେଲେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗ୍ରାମର…

1 hour ago

୩୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ବୌଦ୍ଧ ହରଭଙ୍ଗା : ବୌଦ୍ଧ ଅବକାରୀ ବିଭାଗର ଜିଲ୍ଲା ମୋବାଇଲ୍ ୟୁନିଟ୍ ପକ୍ଷରୁ ମହାନଦୀ ୫୭ ନମ୍ବର ଜାତୀୟ ରାଜପଥର…

2 hours ago