କ୍ୱାରେଣ୍ଟାଇନ୍‌ରେ ଭୁବନେଶ୍ୱର IB ଅଫିସ୍‌ କର୍ମଚାରୀ, ଜଣେ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବାରୁ ସମସ୍ତେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ

ଭୁବନେଶ୍ୱର: କ୍ୱାରେଣ୍ଟାଇନ୍‌ରେ ଭୁବନେଶ୍ୱର IB ଅଫିସ୍‌ କର୍ମଚାରୀ। ସମସ୍ତ କର୍ମଚାରୀଙ୍କୁ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ଇଣ୍ଟେଲିଜେନ୍ସ ବ୍ୟୁରୋର ଜଣେ କର୍ମଚାରୀ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିଲେ। ତେଣୁ ସଂକ୍ରମଣ ଆଶଙ୍କାରେ ସବୁ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ସେମାନଙ୍କ ସ୍ୱାବ୍‌ ନମୁନା ସଂଗ୍ରହ କରାଯାଇଥିବା BMC କମିଶନର ପ୍ରେମଚନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.