କରୋନା ଭାଇରସ

ଅସ୍ତରଙ୍ଗ ଓ କାକଟପୁର ଅଂଚଳରେ ଲକ୍ ଡାଉନର ପ୍ରଭାବ, ବାଉଁଶ ପକାଇ ବନ୍ଦ କଲେ ୨୦ଟି ଗାଁର ମୁଖ୍ୟ ରାସ୍ତା

କେନ୍ୟୁଜ୍: କରୋନାକୁ ନେଇ ଜାରି ହୋଇଥିବା ଲକ ଡାଉନର ପ୍ରଭାବ ଦେଖିବାକୁ ମିଳିଛି ଗ୍ରାମାଂଚଳରେ। କାକଟପୁର ଅସ୍ତରଙ୍ଗ ଅଂଚଳର ଅନେକ ଗାଁ ମୁଖ୍ୟ ରାସ୍ତାରେ ଗ୍ରାମବାସୀ ବାଡ ପକାଇ ରାସ୍ତା ବନ୍ଦ କରି ଦେଇଛନ୍ତି । ପ୍ରତି ଗାଁର ଲୋକେ ୨୧ ଦିନ ପାଇଁ ଘରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି।

ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅସ୍ତରଙ୍ଗ ଓ କାକଟପୁର ଅଂଚଳର ୨୦ଟି ଗାଁରେ। ବାଦ ପଡିଥିବା ଗାଁକୁ ବାହାରୁ ଆସୁଥିବା କୌଣସି ଅଚିହ୍ନ ଲୋକଙ୍କୁ ଛଡା ଯାଉ ନାହିଁ। ଆବଶ୍ୟକ ନଥିଲେ ଗାଁର କୌଣସି ବ୍ୟକ୍ତିକୁ ବାହାରକୁ ଛଡା ଯାଉନାହିଁ। କେତେକ ଘର ଦୁଆର ମୁହଁରେ ‘ମୋ ଜୀବନ’ ଶପଥ ବ୍ୟାନର ମରାଯାଇ ବାଡ ପଡିଥିବା ଦେଖିବାକୁ ମିଳିଛି।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

32 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

34 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

40 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

49 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

49 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago