ମାଲକାନଗିରି: ମାଲକାନଗିରି ମୁନସିପାଲ୍ଟି କଣ୍ଟେନମେଣ୍ଟ । ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁନସିପାଲଟିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା । ଏହି ଅଞ୍ଚଳରେ ହୋମ୍ ଡେଲିଭରୀ ବ୍ୟବସ୍ଥା କରାଯାଇଛି । ଗାଡି ମୋଟର ଚଳାଚଳକୁ ବାରଣ କରାଯିବ ସହ ବିଶୋଧନୀକରଣ କରାଯାଉଛି । ସେପଟେ ଆସନ୍ତ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ୪ଟି କୋର୍ଟ ବନ୍ଦ ରହିଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…