କରୋନା ଭାଇରସ

ରାତି ୭ଟା ପରେ କେହି ଘରୁ ପଦାକୁ ବାହାରି ପାରିବେ ନାହିଁ

ଭୁବନେଶ୍ୱର (କେ ନ୍ୟୁଜ୍‌) : କେନ୍ଦ୍ର ସରକାର ଜାରି କରିଛନ୍ତି କଡ଼ା ନିୟମ । ଯାହା ସବୁ ଜୋନ୍‌ ପାଇଁ ଲାଗୁ ହେବ । ରେଡ୍‌ ହେଉ କି ଗ୍ରୀନ୍‌ କିମ୍ବା ଅରେଞ୍ଜ ସବୁ ଜୋନ୍‌ରେ ଯାହା କିଛି ଖୋଲା ରହିବ କେବଳ ସକାଳ ୭ରୁ ରାତି ୭ଟା ପର୍ଯ୍ୟନ୍ତ । ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜନଜୀବନ ଠପ୍‌ ହୋଇ ରହିବ । ଏ ସମ୍ପର୍କରେ ଆଜି ଭୁବନେଶ୍ୱର ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ।
ଆଜି ଠାରୁ ଲକ୍‌ଡାଉନ୍‌ ୩.୦ ଆରମ୍ଭ ହୋଇଛି । ତେଣୁ ଏହି ନିୟମ ଅନୁସାରେ ରାତି ୭ଟା ପରେ କେହି ଘରୁ ପଦାକୁ ବାହାରି ପାରିବେ ନାହିଁ । ପୂର୍ବ ଭଳି ସ୍ୱାସ୍ଥ୍ୟ ସେବା ପରି କେବଳ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ ବାହାରକୁ ବାହାରି ହେବ ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

25 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

28 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

34 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

43 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

43 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago