ନୂଆଦିଲ୍ଲୀ: ଆଉ ୩ ଦିନ ପରେ ସରୁଛି ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍। ଏହାପରେ ମେ’ ୪ରୁ ଅନେକ ଜିଲ୍ଲାରେ କୋହଳ ହେବ କଟକଣା। ଅଧିକାଂଶ କ୍ଷେତ୍ରରେ ମଧ୍ୟ କଟକଣା କୋହଳ ହୋଇପାରେ। କଟକଣା କୋହଳ କରାଯାଇ ସ୍ଥିତି ସ୍ୱାଭାବିକ କରାଯିବ ବୋଲି ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ୍ ଜାରିହେବ। ଏ ସଂପର୍କରେ ପରେ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ମୁଖପାତ୍ର ଟ୍ଵିଟ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ ବିିଭିନ୍ନ ସ୍ଥାନରେ ଫସି ରହିଥିବାା ଶ୍ରମିକ, ଛାତ୍ରଛାତ୍ରୀ ଓ ତୀର୍ଥଯାତ୍ରୀମାନେ ଘରକୁ ଫେରିବା ପାଇଁ ଗାଇଡ୍ଲାଇନ୍ ଜାରି କରାଯାଇଥିଲା।
କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…
ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…
ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…
ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…
ମାଲକାନଗିରି : ସେଲ୍ଫି ନେବାବେଳେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ସେଲଫି…
ଆମ୍ ଆଦ୍ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି…