Below header

କୋଭିଡ୍‌-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା, ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଟଙ୍କା କଲେ ମଞ୍ଜୁର

ଭୁବନେଶ୍ବର: କୋଭିଡ୍‌-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ସହରାଞ୍ଚଳରେ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ ୧୦୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହା ଦ୍ୱାରା ୪ ଲକ୍ଷ ୫୦ ହଜାର ପରିବାର ଉପକୃତ ହେବେ । ଚଳିତ ଏପ୍ରିଲ ମାସରୁ ଆରମ୍ଭ ହୋଇ ଏହା ଆଗାମୀ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ଚାଲିବ । ମିଶନ ଶକ୍ତର ମାଆମାନଙ୍କ ସହାୟତା ଓ ସହଭାଗିତାରେ ଏହି କାର୍ଯ୍ୟକ୍ରମ କରାଯିବ । ହିତାଧିକାରୀଙ୍କ ମଜୁରୀ ପ୍ରତି ସପ୍ତାହରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧସଳଖ ପଠାଯିବ ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.