କରୋନା ଭାଇରସ

କୋଭିଡ ୧୯ ମୁୁକାବିଲାରେ ଓଡ଼ିଶା ପାଲଟିଲା ଉଦାହରଣ, ସଂକ୍ରମଣ ରୋକିବାରେ ରାଜ୍ୟ ସରକାର ସଫଳ

ଭୁବନେଶ୍ବର: କୋଭିଡ ୧୯ ମୁୁକାବିଲାରେ ଓଡ଼ିଶା ପାଲଟିଛି ଉଦାହରଣ। ସଂକ୍ରମଣ ରୋକିବାରେ ପଦକ୍ଷେପ, କରୋନାକୁ ରୋକ ଲଗାଇବାରେ ସକ୍ଷମ ହୋଇଛି । ରାଜ୍ୟ ସରକାରଙ୍କ ପ୍ରାକ୍‌ ପ୍ରସ୍ତୁତି ଓ ଆକ୍ରାନ୍ତ ଚିହ୍ନଟ ପରେ ଚିକିତ୍ସା ଯୋଗାଇବାର ତତ୍ପରତାକୁ ରାଜ୍ୟ ବାହାରେ ପ୍ରଶଂସା କରାଯାଇଛି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କରୋନା ସଂପର୍କିତ ସୂଚନା ପ୍ରଦାନ ପୂର୍ବରୁ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ନିଜ ନିଜର ଅନୁଭୂତି ବଖାଣିଛନ୍ତି।

କିମ୍‌ସ କୋଭିଡ ହସ୍‌ପିଟାଲରେ ଚିକିତ୍ସିତ ହୋଇଥିବା କରୋନା ସଂକ୍ରମିତ ସୁସ୍ଥ ହୋଇ ଡାକ୍ତରଖାନାର ପ୍ରଶଂସା କରିଛନ୍ତି । ଡାକ୍ତର ଓ କର୍ମଚାରୀଙ୍କ ସେବା, ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ପ୍ରଦାନ ଦ୍ୱାରା ସେମାନେ ସଂକ୍ରମଣରୁ ମୁକ୍ତ ହୋଇଥିବାରୁ କିମ୍‌ସ କୋଭିଡ ହସପିଟାଲ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ ଏକ କ୍ଷୁଦ୍ର ପ୍ରାମାଣିକ ଚିତ୍ର ମଧ୍ୟ ପ୍ରଦର୍ଶନ କରାଯାଇଥିଲା।

 

KNews Bureau

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

25 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

29 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

32 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

37 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

49 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

55 mins ago