କରୋନା ଭାଇରସ

ଆଜି ରାଜ୍ଯରେ କରୋନା ନେଲା ଜଣଙ୍କ ଜୀବନ, ମୃତକ ପୁରୀ ଜିଲ୍ଲାର ଜଣେ ୨୮ ବର୍ଷର ଯୁବକ

ଭୁବନେଶ୍ବର: ଆଜି ରାଜ୍ଯରେ କରୋନା ନେଲା ଜଣଙ୍କ ଜୀବନ। ମୃତକ ହେଉଛନ୍ତି ପୁରୀ ଜିଲ୍ଲାର ଜଣେ ୨୮ ବର୍ଷର ଯୁବକ। ଏହାକୁ ମିଶାଇ ରାଜ୍ଯରେ ସମୁଦାୟ ମୃତକ ସଂଖ୍ଯା ୧୯୨୩ରେ ପହଁଚିଛି ।

ସେହିପରି ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନା ପଜିଟିଭ୍ ସଂଖ୍ଯା‌ । ଦିନକରେ ୮୦୦ ଶହ ପାଖାପାଖି ପଜିଟିଭ୍ ଚିହ୍ନଟ‌ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରେ ୭୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନ୍ ସେଣ୍ଟରରୁ ୪୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଲୋକାଲ୍ କେସରୁ ୩୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୪୭ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଖୋର୍ଦ୍ଧା ଜିଲ୍ଲାରୁ ଗୋଟିଏ ଦିନରେ ୧୧୮ ନୂଆ କେସ୍‌ ସାମ୍ନାକୁ ଆସିଛି ।

Sonalisa

Recent Posts

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

4 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

30 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

43 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

1 hour ago