ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ ନୂଆ ସଂକ୍ରମିତ ଚିହ୍ନଟ, ୬୬ ମୄତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୩୦ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୭୧ ହଜାର ୨୩୧ କୋଭିଡ୍‌ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୧୯ ପ୍ରତିଶତ । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୮ ହଜାର ୨୮୮। ସେହିପରି ଆଜି ରାଜ୍ୟରେ କରୋନାରେ ୬୬ଜଣଙ୍କ ମୄତ୍ଯୁ ହୋଇଥିବା ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.