image credit: sky news
ଭୁବନେଶ୍ୱର: ପୁଣି ରାଜ୍ୟରେ ୨୧ କରୋନା ସଂକ୍ରମିତଙ୍କ ଗଲା ଜୀବନ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି।
ସୂଚନା ଅନୁଯାୟୀ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ମୃତକ ଅଛନ୍ତି। ଅପରପକ୍ଷରେ ସୁନ୍ଦରଗଡ଼, ବାଲେଶ୍ବର ଓ କଟକ ଜିଲ୍ଲାର ଦୁଇ ଜଣ ଲେଖାଏଁ କୋଭିଡ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଣେ ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୂଆପଡ଼ା, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି।
ଏମାନଙ୍କ ମଧ୍ୟରେ ୭ ଜଣ ମହିଳା ଅଛନ୍ତି। ଏଣେ ସୁନ୍ଦରଗଡ଼ର ଏକ ୩ ମାସର ଶିଶୁପୁତ୍ର ଓ ୯ ବର୍ଷର ବାଳକ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲ୍ଲାୁରୁ ଜଣେ ମାତ୍ର ସଂକ୍ରମିତଙ୍କ ମୃତ୍ୟୁ ରାଜଧାନୀବାସୀଙ୍କୁ କିଛିଟା ଆଶ୍ବସ୍ତି ଦେଇଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…