ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୯୯

ଭୁବନେଶ୍ୱର(କେନ୍ୟୁଜ୍):ରାଜ୍ୟରେ ପୁଣି ୨୦୦ ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୯ ଓ କଟକରୁ ୩୫ ସଂକ୍ରମିତ ରହିଛନ୍ତି। ୧୮ ବର୍ଷରୁ କମ ବୟସ ବର୍ଗରେ ରହିଛନ୍ତି ୩୦ ଜଣ।

ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୩୫କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୦ହଜାର ୧୯୨କୁ ବୃଦ୍ଧି ପାଇଛି। ସୁସ୍ଥ ହୋଇଛନ୍ତି ୧୨ଲକ୍ଷ ୭୯ହଜାର ୯୭୮।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.