ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଲା ୫ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ମଧ୍ୟରୁ ୩୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାସହ ଆଜି ଆଉ ୫କରୋନା ଆକ୍ରାନ୍ତଙ୍କର ଜୀବନ ନେଇଛି ମହାମାରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.