ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୬୨୯ ପଜିଟିଭ୍‌ ଚିହ୍ନଟ, ୬୦ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୬୨୯ ପଜିଟିଭ୍‌ ଚିହ୍ନଟ । ଆଉ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍‌ ରହିଛି ୨.୫୯ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୧୯ ପ୍ରତିଶତ । ୨୪ ଘଣ୍ଟାରେ ୬୨ ହଜାର ୬୮୬ ଟେଷ୍ଟିଂ ହୋଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫୩୨ ସଂକ୍ରମିତ ହୋଇଛନ୍ତି । କଟକରୁ ୧୬୦, ପୁରୀରୁ ୯୬, ବାଲେଶ୍ୱରରୁ ୯୩ ଓ ଯାଜପୁରରୁ ୮୪ ରହିଛି କରୋନା କେସ୍‌ । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୧୭ ହଜାର ୭୪୬ । ୨୮ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.