ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ୯୬ ଜଣ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

୬୦୨ ଜଣ କରୋନା ପଜିଟିଭଙ୍କ ଭିତରୁ ୧୮ ବର୍ଷରୁ କମ୍ ବୟର ୯୬ ଜଣ ରହିଛନ୍ତି। ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.