ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୧୩୨ ପଜିଟିଭ୍‌ ଚିହ୍ନଟ, ୬୬ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୧୩୨ ପଜିଟିଭ୍‌ ଚିହ୍ନଟ । ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ରେଟ୍‌ ରହିଛି ୧.୬୪ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୬୭ ପ୍ରତିଶତ । ୨୪ ଘଣ୍ଟାରେ ୬୮ ହଜାର ୮୭୨ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ପଜିଟିଭ ଆକ୍ରାନ୍ତ ହୋଇଛନ୍ତି ।

କଟକରୁ ୧୯୭, ବାଲେଶ୍ୱରରୁ ୭୦, ଜଗତସିଂହପୁରରୁ ୪୨ ଓ ମୟୂରଭଞ୍ଜରୁ ୪୦ ରହିଛି କରୋନା କେସ୍‌ । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୧୦ ହଜାର ୬୩୨।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.