ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ହଜାର ୧୮୨ ନୂଆ ପଜିଟିଭ୍ ଚିହ୍ନଟ । ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍ ରହିଛି ୨.୯୮ ପ୍ରତିଶତ। ଯାହାକି ଗତକାଲି ଥିଲା ୨.୯୪ ପ୍ରତିଶତ। ୨୪ ଘଣ୍ଟାରେ ୭୩ ହଜାର ୨୭ ଟେଷ୍ଟିଂ ହୋଇଥିଲା ।
ଖୋର୍ଦ୍ଧାରୁ ସର୍ବାଧିକ ୫୧୦ ପଜିଟିଭ୍ ବାହାରିଛନ୍ତି । କଟକରୁ ୩୦୮, ଯାଜପୁରରୁ ୧୭୫, ବାଲେଶ୍ୱରରୁ ୧୬୧ ଓ ପୁରୀରୁ ୯୪ ରହିଛି କରୋନା କେସ୍। ୨୬ ଜିଲ୍ଲାରେ ୧୦୦ ତଳେ ରହିଛି ଦୈନିକ ସଂକ୍ରମଣ। ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୨୧ ହଜାର ୫୪୦କୁ ହ୍ରାସ ପାଇଛି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…