ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୫ ନୂଆ ସଂକ୍ରମିତ ଚିହ୍ନଟ, ୬୭ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୫ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୮୦ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୨୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ ।

୨୪ ଘଣ୍ଟାରେ ୫୩ ହଜାର ୫୨୭ କୋଭିଡ୍‌ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୧୬ ପ୍ରତିଶତ । ରାଜ୍ୟରେ ଆଉ ୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ଆକ୍ଟିଭ୍‌ କେସ୍‌ ରହିଛି ୮ ହଜାର ୪୪୩ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.