ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୯ ନୂଆ ସଂକ୍ରମିତ ଚିହ୍ନଟ, ୬୮ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୯ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୦୫ ଜଣ । ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୭୧ ହଜାର ୧୩୭ କୋଭିଡ୍‌ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୦୯ ପ୍ରତିଶତ । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ୮ ହଜାର ତଳକୁ ଖସିଛି । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୯୯୬।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.