କରୋନା ଭାଇରସ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ, ୭ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପଜିଟିଭ ହାର ୧.୧୧ ପ୍ରତିଶତ। ଗତ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୬୩୮ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୯୩ ଜଣ ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୫୭ ହଜାର ୩୦୩ କୋଭିଡ୍‌ ଟେଷ୍ଟିଂ ହୋଇଛି। ଏବେ ଆକ୍ଟିଭ୍‌ କେସ୍‌ ରହିଛି ୬ ହଜାର ୯୦୦ ।

Sonalisa

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

7 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

19 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

29 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

32 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago